Home > ସଂମ୍ପୂର୍ଣ୍ଣ ଖବର
ଜଳୁଛି ସାରା ଓଡ଼ିଶା, ୪୦ ଡିଗ୍ରୀ ଉପରେ ୧୨ ସହର, ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ
Khabar Odisha:Summer-temperature-increases
ଭୁବନେଶ୍ୱର, ମେ ୨୮ ( ଖବର ଓଡ଼ିଶା):

 ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଗରମ ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଆଜି ୪୫.୨ ଡିଗ୍ରୀ ସହ ଟିଟିଲାଗଡ଼ର ସବୁଠୁ ଉତ୍ତପ୍ତ ସହର ।  ୧୨ଟି ସହରରେ ପାରଦ ୪୦ ଡିଗ୍ରୀ ଟପିଛି  କରିଛି।  

ସେହିପରି ବଲାଙ୍ଗିରରେ ୪୩.୮, ଭବାନୀପାଟଣା ୪୩, ମାଲକାନଗିରି ୪୨.୫, ସମ୍ବଲପୁର ୪୨.୩,

ସୋନପୁର ୪୨.୨, ବୌଦ୍ଧରେ ୪୨, ଝାରସୁଗୁଡ଼ାରେ ୪୧.୮, ହୀରାକୁଦରେ ୪୧.୧, ଫୁଲବାଣୀରେ ୪୦.୮, ସୁନ୍ଦରଗଡ଼ରେ ୪୦.୫ ଏବଂ ପାରଳାଖେମୁଣ୍ଡିରେ ୪୦ ଡିଗ୍ରୀ  ରେକର୍ଡ କରାଯାଇଛି।

  • Tags: