Home > ରାଜ୍ୟ
ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପାଇଁ, ଭୁବନେଶ୍ୱର ବିମାନ ବନ୍ଦରରେ ପହଁଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Khabar Odisha:PM-Modi-received-at-Bhubaneswar-airport-by-Governor-Ganeshi-Lal-CM-Naveen
ଭୁବନେଶ୍ୱର, ମେ ୨୨ (ଖବର ଓଡ଼ିଶା):

ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କୁ ସାଗତ କରିବା ପାଇଁ ବିମାନ ବନ୍ଦରରେ ଉପସ୍ଥିତ ଅଛନ୍ତି ରାଜ୍ୟପାଲ ପ୍ରଫେସର ଗଣେଶି ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପ୍ରଧାନମନ୍ତ୍ରୀ ବିମାନବନ୍ଦରରୁ ଓହ୍ଲାଇ ସିଧା ସଳଖ ବାୟୁସେନାର ସ୍ୱତନ୍ତ୍ର ହେଲିକ୍ୟାପ୍ଟର ସାହାର୍ଯ୍ୟରେ ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳକୁ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ଅଛି ।

  • Tags: